Psalms 119:27 — Compare Translations
5 translations compared side by side
Odia - 1840
"ତୁମ୍ଭର ନିର୍ଦ୍ଦେଶଗୁଡ଼ିକ ଅନୁସାରେ ମାେତେ ବୁଝିବା ପାଇଁ ସାହାୟ୍ଯ କର। ତବେେ ମୁଁ ତୁମ୍ଭର ଆଶ୍ଚର୍ୟ୍ଯ କର୍ମମାନ ବିଷଯରେ ଗଭୀରତମ ଭାବିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଆଜ୍ଞାପଥସବୁ ମୋତେ ବୁଝାଇ ଦିଅ; ତହିଁରେ ମୁଁ ତୁମ୍ଭର ଆଶ୍ଚର୍ଯ୍ୟକର୍ମସବୁ ଧ୍ୟାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ନିର୍ଦ୍ଦେଶଗୁଡ଼ିକ ଅନୁସାରେ ମୋତେ ବୁଝିବା ପାଇଁ ସାହାଯ୍ୟ କର। ତେବେ ମୁଁ ତୁମ୍ଭର ଆଶ୍ଚର୍ଯ୍ୟ କର୍ମମାନ ବିଷୟରେ ଗଭୀରତମ ଭାବିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଆଜ୍ଞା-ପଥସବୁ ମୋତେ ବୁଝାଇ ଦିଅ; ତହିଁରେ ମୁଁ ତୁମ୍ଭର ଆଶ୍ଚର୍ଯ୍ୟଶିକ୍ଷାସବୁ ଧ୍ୟାନ କରିବି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଆଜ୍ଞା-ପଥସବୁ ମୋତେ ବୁଝାଇ ଦିଅ; ତହିଁରେ ମୁଁ ତୁମ୍ଭର ଆଶ୍ଚର୍ଯ୍ୟଶିକ୍ଷାସବୁ ଧ୍ୟାନ କରିବି।