Psalms 119:28 — Compare Translations
5 translations compared side by side
Odia - 1840
"ମୁଁ ଦୁଃଖିତ ଓ କ୍ଲାନ୍ତ ଅଟେ। ତୁମ୍ଭର ବାକ୍ଯର ପ୍ରତିଜ୍ଞା ଅନୁସାରେ ମାେତେ ପୁଣି ଶକ୍ତିଶାଳୀ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶୋକ ସକାଶୁ ମୋʼ ପ୍ରାଣ ତରଳି ଯାଏ; ତୁମ୍ଭେ ଆପଣା ବାକ୍ୟାନୁସାରେ ମୋତେ ସବଳ କର ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଦୁଃଖିତ ଓ କ୍ଳାନ୍ତ ଅଟେ। ତୁମ୍ଭର ବାକ୍ୟର ପ୍ରତିଜ୍ଞା ଅନୁସାରେ ମୋତେ ପୁଣି ଶକ୍ତିଶାଳୀ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶୋକ ସକାଶୁ ମୋʼ ପ୍ରାଣ ତରଳି ଯାଏ; ତୁମ୍ଭେ ଆପଣା ବାକ୍ୟାନୁସାରେ ମୋତେ ସବଳ କର।
Odia IRV 2017 (ଓଡିଆ ବାଇବେଲ)
ଶୋକ ସକାଶୁ ମୋ’ ପ୍ରାଣ ତରଳି ଯାଏ; ତୁମ୍ଭେ ଆପଣା ବାକ୍ୟାନୁସାରେ ମୋତେ ସବଳ କର।