Psalms 119:29 — Compare Translations
5 translations compared side by side
Odia - 1840
"ମାେତେ ମିଥ୍ଯା ଜୀବନ ବିତାଇବାକୁ ଦିଅ ନାହିଁ। ଦୟାକରି ମାେତେ ତୁମ୍ଭର ବ୍ଯବସ୍ଥା ଶିଖାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼଠାରୁ ମିଥ୍ୟାମାର୍ଗ ଅନ୍ତର କର ଓ ଅନୁଗ୍ରହ କରି ମୋତେ ତୁମ୍ଭର ବ୍ୟବସ୍ଥା ପ୍ରଦାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ମିଥ୍ୟା ଜୀବନ ବିତାଇବାକୁ ଦିଅ ନାହିଁ। ଦୟାକରି ମୋତେ ତୁମ୍ଭର ବ୍ୟବସ୍ଥା ଶିଖାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଠାରୁ ମିଥ୍ୟାମାର୍ଗ ଅନ୍ତର କର ଓ ଅନୁଗ୍ରହ କରି ମୋତେ ତୁମ୍ଭର ବ୍ୟବସ୍ଥା ପ୍ରଦାନ କର।
Odia IRV 2017 (ଓଡିଆ ବାଇବେଲ)
ମୋ’ଠାରୁ ମିଥ୍ୟାମାର୍ଗ ଅନ୍ତର କର ଓ ଅନୁଗ୍ରହ କରି ମୋତେ ତୁମ୍ଭର ବ୍ୟବସ୍ଥା ପ୍ରଦାନ କର।