Psalms 119:3 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ କୌଣସି ଅଧର୍ମ କାର୍ୟ୍ଯ କରନ୍ତି ନାହିଁ, କିନ୍ତୁ ସମାନେେ ସଦାପ୍ରଭୁଙ୍କ ପଥ ଅନୁସରଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କୌଣସି ଅଧର୍ମ କରନ୍ତି ନାହିଁ; ସେମାନେ ତାହାଙ୍କ ପଥରେ ଗମନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ କୌଣସି ଅଧର୍ମ କାର୍ଯ୍ୟ କରନ୍ତି ନାହିଁ, କିନ୍ତୁ ସେମାନେ ସଦାପ୍ରଭୁଙ୍କ ପଥ ଅନୁସରଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କୌଣସି ଅଧର୍ମ କରନ୍ତି ନାହିଁ; ସେମାନେ ତାହାଙ୍କ ପଥରେ ଗମନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ କୌଣସି ଅଧର୍ମ କରନ୍ତି ନାହିଁ; ସେମାନେ ତାହାଙ୍କ ପଥରେ ଗମନ କରନ୍ତି।