Psalms 119:30 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭ ନିକଟରେ ବିଶ୍ବସ୍ତ ହବୋ ପାଇଁ ମନୋନୀତ ହାଇେଅଛି। ମୁଁ ଯତ୍ନ ସହକାରେ ତୁମ୍ଭର ନ୍ଯାଯପରାଯଣତାକୁ ଶିକ୍ଷା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ବିଶ୍ଵସ୍ତତାରୂପ ପଥ ମନୋନୀତ କରିଅଛି; ମୁଁ ଆପଣା ସମ୍ମୁଖରେ ତୁମ୍ଭର ଶାସନସବୁ ରଖିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭ ନିକଟରେ ବିଶ୍ୱସ୍ତ ହେବା ପାଇଁ ମନୋନୀତ ହୋଇଅଛି। ମୁଁ ଯତ୍ନ ସହକାରେ ତୁମ୍ଭର ନ୍ୟାୟପରାୟଣତାକୁ ଶିକ୍ଷା କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ବିଶ୍ୱସ୍ତତାରୂପ ପଥ ମନୋନୀତ କରିଅଛି; ମୁଁ ଆପଣା ସମ୍ମୁଖରେ ତୁମ୍ଭର ଶାସନସବୁ ରଖିଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ବିଶ୍ୱସ୍ତତାରୂପ ପଥ ମନୋନୀତ କରିଅଛି; ମୁଁ ଆପଣା ସମ୍ମୁଖରେ ତୁମ୍ଭର ଶାସନସବୁ ରଖିଅଛି।