Psalms 119:31 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭ ବାକ୍ଯ ନିକଟବର୍ତ୍ତୀ ହାଇେ ଅନୁସରଣ କଲି। ହେ ସଦାପ୍ରଭୁ, ମାେତେ ନିରାଶ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭ ପ୍ରମାଣ-ବାକ୍ୟସବୁରେ ଆସକ୍ତ; ହେ ସଦାପ୍ରଭୋ, ମୋତେ ଲଜ୍ଜିତ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭ ବାକ୍ୟ ନିକଟବର୍ତ୍ତୀ ହୋଇ ଅନୁସରଣ କଲି। ହେ ସଦାପ୍ରଭୁ, ମୋତେ ନିରାଶ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭ ପ୍ରମାଣ-ବାକ୍ୟସବୁରେ ଆସକ୍ତ; ହେ ସଦାପ୍ରଭୋ, ମୋତେ ଲଜ୍ଜିତ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭ ପ୍ରମାଣ-ବାକ୍ୟସବୁରେ ଆସକ୍ତ; ହେ ସଦାପ୍ରଭୁ, ମୋତେ ଲଜ୍ଜିତ କର ନାହିଁ।