Psalms 119:32 — Compare Translations

5 translations compared side by side

Odia - 1840
"ମୁଁ ବହୁ ଆନନ୍ଦ ସହକାରେ ତୁମ୍ଭର ଆଦେଶସବୁ ମାନିବି, ଯେତବେେଳେ ତୁମ୍ଭେ ମାରେ ବୁଝିବା ଶକ୍ତିକୁ ପ୍ରଶସ୍ତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ ତୁମ୍ଭ ଆଜ୍ଞାପଥରେ ଧାବମାନ ହେବି । ହେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ବହୁ ଆନନ୍ଦ ସହକାରେ ତୁମ୍ଭର ଆଦେଶସବୁ ମାନିବି, ଯେତେବେଳେ ତୁମ୍ଭେ ମୋର ବୁଝିବା ଶକ୍ତିକୁ ପ୍ରଶସ୍ତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ ତୁମ୍ଭ ଆଜ୍ଞା-ପଥରେ ଧାବମାନ ହେବି। ହେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ ତୁମ୍ଭ ଆଜ୍ଞା-ପଥରେ ଧାବମାନ ହେବି। ହେ।