Psalms 119:33 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭ ନିଯମ ଦ୍ବାରା ମାେତେ କିପରି ବଞ୍ଚିବାକୁ ହବେ ଶିଖାଅ ଏବଂ ତାକୁ ଅନୁସରଣ କଲେ ମାରେ ପୁରସ୍କାର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭର ବିଧିରୂପ ପଥ ମୋତେ ଶିଖାଅ; ତହିଁରେ ମୁଁ ଶେଷ ପର୍ଯ୍ୟନ୍ତ ତାହା ପାଳନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ହେ ସଦାପ୍ରଭୁ, ତୁମ୍ଭ ନିୟମ ଦ୍ୱାରା ମୋତେ କିପରି ବଞ୍ଚିବାକୁ ହେବ ଶିଖାଅ ଏବଂ ତାକୁ ଅନୁସରଣ କଲେ ମୋର ପୁରସ୍କାର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭର ବିଧିରୂପ ପଥ ମୋତେ ଶିଖାଅ; ତହିଁରେ ମୁଁ ଶେଷ ପର୍ଯ୍ୟନ୍ତ ତାହା ପାଳନ କରିବି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭର ବିଧିରୂପ ପଥ ମୋତେ ଶିଖାଅ; ତହିଁରେ ମୁଁ ଶେଷ ପର୍ଯ୍ୟନ୍ତ ତାହା ପାଳନ କରିବି।