Psalms 119:34 — Compare Translations
5 translations compared side by side
Odia - 1840
"ସେସବୁକୁ ବୁଝିବା ପାଇଁ ମାେତେ ସାହାୟ୍ଯ କର। ଏବଂ ମୁଁ ତୁମ୍ଭର ଶିକ୍ଷା ମାନିବି। ମୁଁ ସମ୍ପୂର୍ଣ୍ଣ ହୃଦଯ ସହିତ ତାହାକୁ ପାଳନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର ବ୍ୟବସ୍ଥା ମାନିବି; ଆହୁରି, ମୁଁ ଆପଣା ସର୍ବାନ୍ତଃକରଣରେ ତାହା ପାଳନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ସେସବୁକୁ ବୁଝିବା ପାଇଁ ମୋତେ ସାହାଯ୍ୟ କର। ଏବଂ ମୁଁ ତୁମ୍ଭର ଶିକ୍ଷା ମାନିବି। ମୁଁ ସମ୍ପୂର୍ଣ୍ଣ ହୃଦୟ ସହିତ ତାହାକୁ ପାଳନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର ବ୍ୟବସ୍ଥା ମାନିବି; ଆହୁରି, ମୁଁ ଆପଣା ସର୍ବାନ୍ତଃକରଣରେ ତାହା ପାଳନ କରିବି।
Odia IRV 2017 (ଓଡିଆ ବାଇବେଲ)
ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର ବ୍ୟବସ୍ଥା ମାନିବି; ଆହୁରି, ମୁଁ ଆପଣା ସର୍ବାନ୍ତଃକରଣରେ ତାହା ପାଳନ କରିବି।