Psalms 119:36 — Compare Translations
5 translations compared side by side
Odia - 1840
"ମାେତେ ଧନୀ ହବୋ ପରିବର୍ତେ ମାେତେ ବାକ୍ଯ ବିଷଯରେ ବୁଝିବା ପାଇଁ ସାହାୟ୍ଯ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋଭ ପ୍ରତି ନୁହେଁ, ମାତ୍ର ତୁମ୍ଭ ପ୍ରମାଣ-ବାକ୍ୟ ପ୍ରତି ମୋʼ ଚିତ୍ତର ସ୍ନେହ ଜନ୍ମାଅ ।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ଧନୀ ହେବା ପରିବର୍ତ୍ତେ ମୋତେ ବାକ୍ୟ ବିଷୟରେ ବୁଝିବା ପାଇଁ ସାହାଯ୍ୟ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋଭ ପ୍ରତି ନୁହେଁ, ମାତ୍ର ତୁମ୍ଭ ପ୍ରମାଣ-ବାକ୍ୟ ପ୍ରତି ମୋʼ ଚିତ୍ତର ସ୍ନେହ ଜନ୍ମାଅ।
Odia IRV 2017 (ଓଡିଆ ବାଇବେଲ)
ଲୋଭ ପ୍ରତି ନୁହେଁ, ମାତ୍ର ତୁମ୍ଭ ପ୍ରମାଣ-ବାକ୍ୟ ପ୍ରତି ମୋ’ ଚିତ୍ତର ସ୍ନେହ ଜନ୍ମାଅ।