Psalms 119:37 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଅସାର ବସ୍ତୁ ମାେତେ ଦେଖିବାକୁ ଦିଅ ନାହିଁ। ତୁମ୍ଭ ପଥରେ ଚାଲିକି ମାେତେ ଜୀବନ ଖାଜେିବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ ଓ ତୁମ୍ଭ ପଥରେ ମୋତେ ସଚେତ କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଅସାର ବସ୍ତୁ ମୋତେ ଦେଖିବାକୁ ଦିଅ ନାହିଁ। ତୁମ୍ଭ ପଥରେ ଗ୍ଭଲିକି ମୋତେ ଜୀବନ ଖୋଜିବାକୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ ଓ ତୁମ୍ଭ ପଥରେ ମୋତେ ସଚେତ କର।
Odia IRV 2017 (ଓଡିଆ ବାଇବେଲ)
ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ ଓ ତୁମ୍ଭ ପଥରେ ମୋତେ ସଚେତ କର।