Psalms 119:38 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆପଣା ଦାସ ପାଇଁ ୟାହା ପ୍ରତିଜ୍ଞା କରିଅଛ, ତାହା କର। ତଣେୁ ଲୋକମାନେ ତୁମ୍ଭକୁ ସମ୍ମାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଦାସ ପକ୍ଷରେ ତୁମ୍ଭର ବାକ୍ୟ ସ୍ଥିର କର, ତାହା ତୁମ୍ଭ ବିଷୟକ ଭୟ-ସଂଯୁକ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣା ଦାସ ପାଇଁ ଯାହା ପ୍ରତିଜ୍ଞା କରିଅଛ, ତାହା କର। ତେଣୁ ଲୋକମାନେ ତୁମ୍ଭକୁ ସମ୍ମାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଦାସ ପକ୍ଷରେ ତୁମ୍ଭର ବାକ୍ୟ ସ୍ଥିର କର, ତାହା ତୁମ୍ଭ ବିଷୟକ ଭୟ-ସଂଯୁକ୍ତ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଦାସ ପକ୍ଷରେ ତୁମ୍ଭର ବାକ୍ୟ ସ୍ଥିର କର, ତାହା ତୁମ୍ଭ ବିଷୟକ ଭୟ-ସଂଯୁକ୍ତ।