Psalms 119:4 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିର୍ଦ୍ଦେଶସବୁ ଏବଂ ବିଧାନସବୁକୁ ସତର୍କ ରୂପେ ମାନିବା ପାଇଁ ନିର୍ଦ୍ଦେଶ ଦଇେଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଯନିପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିର୍ଦ୍ଦେଶସବୁ ଏବଂ ବିଧାନସବୁକୁ ସତର୍କ ରୂପେ ମାନିବା ପାଇଁ ନିର୍ଦ୍ଦେଶ ଦେଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଯତ୍ନପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଯତ୍ନପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ।