Psalms 119:40 — Compare Translations
5 translations compared side by side
Odia - 1840
"ଦେଖ, ମୁଁ ତୁମ୍ଭର ନିର୍ଦ୍ଦେଶ ସବୁକୁ ଭଲପାଏ। ତୁମ୍ଭର ଧର୍ମରେ ମାେତେ ବଞ୍ଚିବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ମୁଁ ତୁମ୍ଭ ବିଧାନସକଳର ଆକାଂକ୍ଷା କରିଅଛି; ତୁମ୍ଭ ଧର୍ମରେ ମୋତେ ସଚେତ କର । ବୌ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ମୁଁ ତୁମ୍ଭର ନିର୍ଦ୍ଦେଶ ସବୁକୁ ଭଲପାଏ। ତୁମ୍ଭର ଧର୍ମରେ ମୋତେ ବଞ୍ଚିବାକୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ମୁଁ ତୁମ୍ଭ ବିଧାନସକଳର ଆକାଂକ୍ଷା କରିଅଛି; ତୁମ୍ଭ ଧର୍ମରେ ମୋତେ ସଚେତ କର। ବୌ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ମୁଁ ତୁମ୍ଭ ବିଧାନସକଳର ଆକାଂକ୍ଷା କରିଅଛି; ତୁମ୍ଭ ଧର୍ମରେ ମୋତେ ସଚେତ କର। ବୌ।