Psalms 119:41 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମାେ ପ୍ରତି ତୁମ୍ଭର ପ୍ରମେ ପ୍ରଦର୍ଶନ କର। ତୁମ୍ଭର ପ୍ରତିଜ୍ଞାନୁସାରେ ମାେତେ ପରିତ୍ରାଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭ ଦୟା, ଅର୍ଥାତ୍, ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ପରିତ୍ରାଣ ମୋʼ ପ୍ରତି ବର୍ତ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ବୌ ହେ ସଦାପ୍ରଭୁ, ମୋ’ ପ୍ରତି ତୁମ୍ଭର ପ୍ରେମ ପ୍ରଦର୍ଶନ କର। ତୁମ୍ଭର ପ୍ରତିଜ୍ଞାନୁସାରେ ମୋତେ ପରିତ୍ରାଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭ ଦୟା, ଅର୍ଥାତ୍, ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ପରିତ୍ରାଣ ମୋʼ ପ୍ରତି ବର୍ତ୍ତୁ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭ ଦୟା, ଅର୍ଥାତ୍, ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ପରିତ୍ରାଣ ମୋ’ ପ୍ରତି ବର୍ତ୍ତୁ।