Psalms 119:42 — Compare Translations

5 translations compared side by side

Odia - 1840
"ତହିଁରେ ମୁଁ ସମାନଙ୍କେୁ ଉତ୍ତର ଦବେି। ଯେଉଁମାନେ ମାେତେ ଅପମାନିତ କରୁଥିଲେ। ହେ ସଦାପ୍ରଭୁ, ବାସ୍ତବରେ ମୁଁ ତୁମ୍ଭ ବାକ୍ଯରେ ଭରସା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେବି; କାରଣ ମୁଁ ତୁମ୍ଭ ବାକ୍ୟରେ ନିର୍ଭର ରଖେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ମୁଁ ସେମାନଙ୍କୁ ଉତ୍ତର ଦେବି, ଯେଉଁମାନେ ମୋତେ ଅପମାନିତ କରୁଥିଲେ। ହେ ସଦାପ୍ରଭୁ, ବାସ୍ତବରେ ମୁଁ ତୁମ୍ଭ ବାକ୍ୟରେ ଭରସା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେବି; କାରଣ ମୁଁ ତୁମ୍ଭ ବାକ୍ୟରେ ନିର୍ଭର ରଖେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେବି; କାରଣ ମୁଁ ତୁମ୍ଭ ବାକ୍ୟରେ ନିର୍ଭର ରଖେ।