Psalms 119:43 — Compare Translations
5 translations compared side by side
Odia - 1840
"ମାେତେ ତୁମ୍ଭର ସତ୍ଯ ଶିକ୍ଷା ବିଷଯରେ କହିବାକୁ ଦିଅ। ମୁଁ ତୁମ୍ଭର ବୁଦ୍ଧିମାନ ବାକ୍ଯରେ ନିର୍ଭର କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୋʼ ମୁଖରୁ ସତ୍ୟତାର ବାକ୍ୟ କଦାପି ନିଅ ନାହିଁ; କାରଣ ମୁଁ ତୁମ୍ଭ ଶାସନରେ ଭରସା ରଖିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ତୁମ୍ଭର ସତ୍ୟ ଶିକ୍ଷା ବିଷୟରେ କହିବାକୁ ଦିଅ। ମୁଁ ତୁମ୍ଭର ବୁଦ୍ଧିମାନ ବାକ୍ୟରେ ନିର୍ଭର କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋʼ ମୁଖରୁ ସତ୍ୟତାର ବାକ୍ୟ କଦାପି ନିଅ ନାହିଁ; କାରଣ ମୁଁ ତୁମ୍ଭ ଶାସନରେ ଭରସା ରଖିଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋ’ ମୁଖରୁ ସତ୍ୟତାର ବାକ୍ୟ କଦାପି ନିଅ ନାହିଁ; କାରଣ ମୁଁ ତୁମ୍ଭ ଶାସନରେ ଭରସା ରଖିଅଛି।