Psalms 119:44 — Compare Translations
5 translations compared side by side
Odia - 1840
"ମୁଁ ଅନନ୍ତକାଳ ପର୍ୟ୍ଯନ୍ତ ତୁମ୍ଭର ଶିକ୍ଷା ଅନୁସରଣ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ଅନନ୍ତକାଳ ପର୍ଯ୍ୟନ୍ତ ନିରନ୍ତର ତୁମ୍ଭର ବ୍ୟବସ୍ଥା ପାଳନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭର ଶିକ୍ଷା ଅନୁସରଣ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ଅନନ୍ତକାଳ ପର୍ଯ୍ୟନ୍ତ ନିରନ୍ତର ତୁମ୍ଭର ବ୍ୟବସ୍ଥା ପାଳନ କରିବି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ ଅନନ୍ତକାଳ ପର୍ଯ୍ୟନ୍ତ ନିରନ୍ତର ତୁମ୍ଭର ବ୍ୟବସ୍ଥା ପାଳନ କରିବି।