Psalms 119:45 — Compare Translations

5 translations compared side by side

Odia - 1840
"ତଣେୁ ମୁଁ ମୁକ୍ତ ହବେି, କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଅନୁସରଣ କରିବାକୁ ଚେଷ୍ଟା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୁଁ ସ୍ଵଚ୍ଛନ୍ଦରେ ଗମନାଗମନ କରିବି; କାରଣ ମୁଁ ତୁମ୍ଭର ବିଧାନସବୁ ଖୋଜିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ମୁକ୍ତ ହେବି, କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଅନୁସରଣ କରିବାକୁ ଚେଷ୍ଟା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୁଁ ସ୍ୱଚ୍ଛନ୍ଦରେ ଗମନାଗମନ କରିବି; କାରଣ ମୁଁ ତୁମ୍ଭର ବିଧାନସବୁ ଖୋଜିଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ, ମୁଁ ସ୍ୱଚ୍ଛନ୍ଦରେ ଗମନାଗମନ କରିବି; କାରଣ ମୁଁ ତୁମ୍ଭର ବିଧାନସବୁ ଖୋଜିଅଛି।