Psalms 119:47 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭର ନୀତି ଆଦେଶମାନ ମାନି ବହୁତ ଖୁସି। ହେ ସଦାପ୍ରଭୁ, ମୁଁ ତୁମ୍ଭର ଆଜ୍ଞାସମୂହ ସ୍ନହେ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁରେ ଆପଣାକୁ ଆନନ୍ଦିତ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭର ନୀତି ଆଦେଶମାନ ମାନି ବହୁତ ଖୁସୀ। ହେ ସଦାପ୍ରଭୁ, ମୁଁ ତୁମ୍ଭର ଆଜ୍ଞାସମୂହ ସ୍ନେହ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁରେ ଆପଣାକୁ ଆନନ୍ଦିତ କରିବି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁରେ ଆପଣାକୁ ଆନନ୍ଦିତ କରିବି।