Psalms 119:48 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭର ଆଦେଶଗୁଡ଼ିକୁ ପ୍ରଶଂସା କରେ, ଯେଉଁଗୁଡ଼ିକ କି ମୁଁ ଭଲପାଏ। ଏବଂ ମୁଁ ତୁମ୍ଭର ବ୍ଯବସ୍ଥାସବୁ ଧ୍ଯାନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁ ନିକଟରେ କୃତାଞ୍ଜଳି ହେବି; ପୁଣି, ମୁଁ ତୁମ୍ଭର ବିଧିସବୁ ଧ୍ୟାନ କରିବି । ସୟିନ୍ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭର ଆଦେଶଗୁଡ଼ିକୁ ପ୍ରଶଂସା କରେ, ଯେଉଁଗୁଡ଼ିକ କି ମୁଁ ଭଲପାଏ। ଏବଂ ମୁଁ ତୁମ୍ଭର ବ୍ୟବସ୍ଥାସବୁ ଧ୍ୟାନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁ ନିକଟରେ କୃତାଞ୍ଜଳି ହେବି; ପୁଣି, ମୁଁ ତୁମ୍ଭର ବିଧିସବୁ ଧ୍ୟାନ କରିବି। ସୟିନ୍‍।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁ ନିକଟରେ କୃତାଞ୍ଜଳି ହେବି; ପୁଣି, ମୁଁ ତୁମ୍ଭର ବିଧିସବୁ ଧ୍ୟାନ କରିବି। ସୟିନ୍‍।