Psalms 119:49 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାେ ପ୍ରତି କରିଥିବା ପ୍ରତିଜ୍ଞା ସ୍ମରଣ କର। ସହେି ପ୍ରତିଜ୍ଞା ମାେତେ ଭରସା ଦଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋତେ ଭରସାଯୁକ୍ତ କରିଅଛ, ଏଣୁ ତୁମ୍ଭେ ଆପଣା ଦାସ ପକ୍ଷରେ ବାକ୍ୟ ସ୍ମରଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ସୟିନ୍ ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି କରିଥିବା ପ୍ରତିଜ୍ଞା ସ୍ମରଣ କର। ସେହି ପ୍ରତିଜ୍ଞା ମୋତେ ଭରସା ଦେଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋତେ ଭରସାଯୁକ୍ତ କରିଅଛ, ଏଣୁ ତୁମ୍ଭେ ଆପଣା ଦାସ ପକ୍ଷରେ ବାକ୍ୟ ସ୍ମରଣ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋତେ ଭରସାଯୁକ୍ତ କରିଅଛ, ଏଣୁ ତୁମ୍ଭେ ଆପଣା ଦାସ ପକ୍ଷରେ ବାକ୍ୟ ସ୍ମରଣ କର।