Psalms 119:5 — Compare Translations
5 translations compared side by side
Odia - 1840
"ମୁଁ ଆଶା କରୁଛି ୟେ, ମୁଁ ବୋଧହୁଏ ତୁମ୍ଭର ନିଯମ ଅପରିବର୍ତ୍ତନୀଯ ଭାବରେ ଅଧିକ ମାନିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହା, ତୁମ୍ଭର ବିଧିସକଳ ପାଳନ କରିବା ପାଇଁ ଯେବେ ମୋହର ଗତି ସୁସ୍ଥିର ହୁଅନ୍ତା!
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଆଶା କରୁଛି ଯେ, ମୁଁ ବୋଧହୁଏ ତୁମ୍ଭର ନିୟମ ଅପରିବର୍ତ୍ତନୀୟ ଭାବରେ ଅଧିକ ମାନିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହା, ତୁମ୍ଭର ବିଧିସକଳ ପାଳନ କରିବା ପାଇଁ ଯଦି ମୋହର ଗତି ସୁସ୍ଥିର ହୁଅନ୍ତା!
Odia IRV 2017 (ଓଡିଆ ବାଇବେଲ)
ଆହା, ତୁମ୍ଭର ବିଧିସକଳ ପାଳନ କରିବା ପାଇଁ ଯଦି ମୋହର ଗତି ସୁସ୍ଥିର ହୁଅନ୍ତା!