Psalms 119:50 — Compare Translations

5 translations compared side by side

Odia - 1840
"ମୁଁ ଯେତବେେଳେ ଦୁଃଖରେ ଥିଲି, ତୁମ୍ଭେ ସେତବେେଳେ ମାେତେ ସାନ୍ତ୍ବନା ଦଇେଅଛ। ତୁମ୍ଭର ବାକ୍ଯସବୁ ମାେତେ ପୁନଃର୍ଜୀବିତ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ଵନା; କାରଣ ତୁମ୍ଭର ବାକ୍ୟ ମୋତେ ସଚେତ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେତେବେଳେ ଦୁଃଖରେ ଥିଲି, ତୁମ୍ଭେ ସେତେବେଳେ ମୋତେ ସାନ୍ତ୍ୱନା ଦେଇଅଛ। ତୁମ୍ଭର ବାକ୍ୟସବୁ ମୋତେ ପୁନଃର୍ଜୀବିତ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ୱନା; କାରଣ ତୁମ୍ଭର ବାକ୍ୟ ମୋତେ ସଚେତ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ୱନା; କାରଣ ତୁମ୍ଭର ବାକ୍ୟ ମୋତେ ସଚେତ କରିଅଛି।