Psalms 119:51 — Compare Translations

5 translations compared side by side

Odia - 1840
"ଲୋକମାନେ ଭାବନ୍ତି ସମାନେେ ମାଠାରୁେ ଉତ୍ତମ ଏବଂ ମାେତେ ଅତିଶଯ ଅପମାନିତ କରିଛନ୍ତି, କିନ୍ତୁ ମୁଁ ତୁମ୍ଭ ଶିକ୍ଷାରୁ ବିଚ୍ଯୁତ ହାଇେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅହଙ୍କାରୀମାନେ ମୋତେ ଅତିଶୟ ପରିହାସ କରିଅଛନ୍ତି, ତଥାପି ମୁଁ ତୁମ୍ଭ ବ୍ୟବସ୍ଥାରୁ ବିମୁଖ ହୋଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଭାବନ୍ତି ସେମାନେ ମୋ’ଠାରୁ ଉତ୍ତମ ଏବଂ ମୋତେ ଅତିଶୟ ଅପମାନିତ କରିଛନ୍ତି, କିନ୍ତୁ ମୁଁ ତୁମ୍ଭ ଶିକ୍ଷାରୁ ବିଚ୍ୟୁତ ହୋଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅହଙ୍କାରୀମାନେ ମୋତେ ଅତିଶୟ ପରିହାସ କରିଅଛନ୍ତି, ତଥାପି ମୁଁ ତୁମ୍ଭ ବ୍ୟବସ୍ଥାରୁ ବିମୁଖ ହୋଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅହଙ୍କାରୀମାନେ ମୋତେ ଅତିଶୟ ପରିହାସ କରିଅଛନ୍ତି, ତଥାପି ମୁଁ ତୁମ୍ଭ ବ୍ୟବସ୍ଥାରୁ ବିମୁଖ ହୋଇ ନାହିଁ।