Psalms 119:52 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭର ପୂର୍ବରୁ ଦଇେଥିବା ଶାସନକୁ ସ୍ମରଣ କରେ ଏବଂ ସଗେୁଡ଼ିକ ମାେତେ ସାନ୍ତ୍ବନା ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୁଁ ପୂର୍ବକାଳୀନ ତୁମ୍ଭ ଶାସନସବୁ ସ୍ମରଣ କରି ଆପଣାକୁ ସାନ୍ତ୍ଵନାଯୁକ୍ତ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭର ପୂର୍ବରୁ ଦେଇଥିବା ଶାସନକୁ ସ୍ମରଣ କରେ ଏବଂ ସେଗୁଡ଼ିକ ମୋତେ ସାନ୍ତ୍ୱନା ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୁଁ ପୂର୍ବକାଳୀନ ତୁମ୍ଭ ଶାସନସବୁ ସ୍ମରଣ କରି ଆପଣାକୁ ସାନ୍ତ୍ୱନାଯୁକ୍ତ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଁ ପୂର୍ବକାଳୀନ ତୁମ୍ଭ ଶାସନସବୁ ସ୍ମରଣ କରି ଆପଣାକୁ ସାନ୍ତ୍ୱନାଯୁକ୍ତ କରିଅଛି।