Psalms 119:53 — Compare Translations
5 translations compared side by side
Odia - 1840
"ମୁଁ କ୍ରୋଧିତ ହାଇୟୋଏ, ଯେତବେେଳେ ଦେଖେ ଦୁଷ୍ଟ ଲୋକମାନେ ତୁମ୍ଭର ଶିକ୍ଷା ସମୂହକୁ ଆଉ ଅନୁସରଣ କରୁ ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ତ କ୍ରୋଧ ମୋତେ ଆକ୍ରମଣ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କ୍ରୋଧିତ ହୋଇଯାଏ, ଯେତେବେଳେ ଦେଖେ ଦୁଷ୍ଟ ଲୋକମାନେ ତୁମ୍ଭର ଶିକ୍ଷା ସମୂହକୁ ଆଉ ଅନୁସରଣ କରୁ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ଡ କ୍ରୋଧ ମୋତେ ଆକ୍ରମଣ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ଡ କ୍ରୋଧ ମୋତେ ଆକ୍ରମଣ କରିଅଛି।