Psalms 119:54 — Compare Translations

5 translations compared side by side

Odia - 1840
"ମାରେ ଗୃହରେ ମୁଁ ତୁମ୍ଭର ବ୍ଯବସ୍ଥାସବୁ ଗାନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପ୍ରବାସ-ଗୃହରେ ତୁମ୍ଭର ବିଧିସବୁ ମୋହର ଗାୟନ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଗୃହରେ ମୁଁ ତୁମ୍ଭର ବ୍ୟବସ୍ଥାସବୁ ଗାନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ପ୍ରବାସ-ଗୃହରେ ତୁମ୍ଭର ବିଧିସବୁ ମୋହର ଗାୟନ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ମୋ’ ପ୍ରବାସ-ଗୃହରେ ତୁମ୍ଭର ବିଧିସବୁ ମୋହର ଗାୟନ ହୋଇଅଛି।