Psalms 119:55 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ରାତ୍ରିରେ ମୁଁ ତୁମ୍ଭ ନାମ ସ୍ମରଣ କରେ। ମୁଁ ତୁମ୍ଭର ଶିକ୍ଷାସବୁ ସ୍ମରଣ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୁଁ ରାତ୍ରିକାଳରେ ତୁମ୍ଭର ନାମ ସ୍ମରଣ କରିଅଛି ଓ ତୁମ୍ଭର ବ୍ୟବସ୍ଥା ପାଳନ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ରାତ୍ରିରେ ମୁଁ ତୁମ୍ଭ ନାମ ସ୍ମରଣ କରେ। ମୁଁ ତୁମ୍ଭର ଶିକ୍ଷାସବୁ ସ୍ମରଣ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୁଁ ରାତ୍ରିକାଳରେ ତୁମ୍ଭର ନାମ ସ୍ମରଣ କରିଅଛି ଓ ତୁମ୍ଭର ବ୍ୟବସ୍ଥା ପାଳନ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଁ ରାତ୍ରିକାଳରେ ତୁମ୍ଭର ନାମ ସ୍ମରଣ କରିଅଛି ଓ ତୁମ୍ଭର ବ୍ୟବସ୍ଥା ପାଳନ କରିଅଛି।