Psalms 119:57 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ମୁଁ ନିଷ୍ପତ୍ତି କରିଛି ମାରେ କର୍ତ୍ତବ୍ଯ ହେଉଛି ତୁମ୍ଭର ଆଜ୍ଞାକୁ ମାନିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋହର ଅଂଶ; ମୁଁ ତୁମ୍ଭର ବାକ୍ୟସବୁ ପାଳନ କରିବି ବୋଲି କହିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେତ୍ ସଦାପ୍ରଭୁ, ମୁଁ ନିଷ୍ପତ୍ତି କରିଛି ମୋର କର୍ତ୍ତବ୍ୟ ହେଉଛି ତୁମ୍ଭର ଆଜ୍ଞାକୁ ମାନିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋହର ଅଂଶ; ମୁଁ ତୁମ୍ଭର ବାକ୍ୟସବୁ ପାଳନ କରିବି ବୋଲି କହିଅଛି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋହର ଅଂଶ; ମୁଁ ତୁମ୍ଭର ବାକ୍ୟସବୁ ପାଳନ କରିବି ବୋଲି କହିଅଛି।