Psalms 119:58 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମୁଁ ମାରେ ସମ୍ପୂର୍ଣ୍ଣ ହୃଦଯ ସହିତ ତୁମ୍ଭକୁ ଭିକ୍ଷା କରେ। ତୁମ୍ଭର ପ୍ରତିଜ୍ଞା ଅନୁସାରେ ମାେ ପ୍ରତି ଦୟାକର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି; ଆପଣା ବାକ୍ୟାନୁସାରେ ମୋʼ ପ୍ରତି ଦୟାଳୁ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୁଁ ମୋର ସମ୍ପୂର୍ଣ୍ଣ ହୃଦୟ ସହିତ ତୁମ୍ଭକୁ ଭିକ୍ଷା କରେ। ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋ’ ପ୍ରତି ଦୟାକର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି; ଆପଣା ବାକ୍ୟାନୁସାରେ ମୋʼ ପ୍ରତି ଦୟାଳୁ ହୁଅ।
Odia IRV 2017 (ଓଡିଆ ବାଇବେଲ)
ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି; ଆପଣା ବାକ୍ୟାନୁସାରେ ମୋ’ ପ୍ରତି ଦୟାଳୁ ହୁଅ।