Psalms 119:59 — Compare Translations

5 translations compared side by side

Odia - 1840
"ମୁଁ ମାେ ଜୀବନକୁ ଯତ୍ନ ସହକାରେ ଅନୁଶୀଳନ କଲି। ଏବଂ ମୁଁ ତୁମ୍ଭର ନିଯମକୁ ପୁଣି ଫରେିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ଗତିସବୁ ବିବେଚନା କଲି ଓ ତୁମ୍ଭ ପ୍ରମାଣ-ବାକ୍ୟ ଆଡ଼େ ଆପଣା ପାଦ ଫେରାଇଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋ’ ଜୀବନକୁ ଯତ୍ନ ସହକାରେ ଅନୁଶୀଳନ କଲି। ଏବଂ ମୁଁ ତୁମ୍ଭର ନିୟମକୁ ପୁଣି ଫେରିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ଗତିସବୁ ବିବେଚନା କଲି ଓ ତୁମ୍ଭ ପ୍ରମାଣ-ବାକ୍ୟ ଆଡ଼େ ଆପଣା ପାଦ ଫେରାଇଲି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ଗତିସବୁ ବିବେଚନା କଲି ଓ ତୁମ୍ଭ ପ୍ରମାଣ-ବାକ୍ୟ ଆଡ଼େ ଆପଣା ପାଦ ଫେରାଇଲି।