Psalms 119:6 — Compare Translations

5 translations compared side by side

Odia - 1840
"ୟଦି ମୁଁ ତୁମ୍ଭର ଆଜ୍ଞା ସକଳ ପ୍ରତି ଦୃଷ୍ଟି ରଖିବି, ତବେେ ମୁଁ ଲଜ୍ଜିତ ହବେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ସକଳ ଆଜ୍ଞା ପ୍ରତି ଦୃଷ୍ଟି ରଖିବା ବେଳେ ମୁଁ ଲଜ୍ଜିତ ହେବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ମୁଁ ତୁମ୍ଭର ଆଜ୍ଞା ସକଳ ପ୍ରତି ଦୃଷ୍ଟି ରଖିବି, ତେବେ ମୁଁ ଲଜ୍ଜିତ ହେବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ସକଳ ଆଜ୍ଞା ପ୍ରତି ଦୃଷ୍ଟି ରଖିବା ବେଳେ ମୁଁ ଲଜ୍ଜିତ ହେବି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ସକଳ ଆଜ୍ଞା ପ୍ରତି ଦୃଷ୍ଟି ରଖିବା ବେଳେ ମୁଁ ଲଜ୍ଜିତ ହେବି ନାହିଁ।