Psalms 119:60 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭର ଆଜ୍ଞାସବୁ ପାଳନ କରିବାରେ, ବିଳମ୍ବ କରି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଆଜ୍ଞାସବୁ ପାଳିବାକୁ ସତ୍ଵର ହେଲି ଓ ବିଳମ୍ଵ କଲି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭର ଆଜ୍ଞାସବୁ ପାଳନ କରିବାରେ, ବିଳମ୍ବ କରି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଆଜ୍ଞାସବୁ ପାଳିବାକୁ ସତ୍ୱର ହେଲି ଓ ବିଳମ୍ବ କଲି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଆଜ୍ଞାସବୁ ପାଳିବାକୁ ସତ୍ୱର ହେଲି ଓ ବିଳମ୍ବ କଲି ନାହିଁ।