Psalms 119:61 — Compare Translations
5 translations compared side by side
Odia - 1840
"ଦୁଷ୍ଟଲୋକମାନେ ମାେ ଚାରିପାଖରେ ଫାନ୍ଦ ବସାଇଛନ୍ତି, କିନ୍ତୁ ମୁଁ ତୁମ୍ଭର ଶିକ୍ଷାସବୁ ଭୁଲି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟମାନଙ୍କର ରଜ୍ଜୁ ମୋʼ ଚାରିଆଡ଼େ ଜଡ଼ିତ ହେଲା; ମାତ୍ର ମୁଁ ତୁମ୍ଭର ବ୍ୟବସ୍ଥା ପାସୋରି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟଲୋକମାନେ ମୋ’ ଗ୍ଭରିପାଖରେ ଫାନ୍ଦ ବସାଇଛନ୍ତି, କିନ୍ତୁ ମୁଁ ତୁମ୍ଭର ଶିକ୍ଷାସବୁ ଭୁଲି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟମାନଙ୍କର ରଜ୍ଜୁ ମୋʼ ଚାରିଆଡ଼େ ଜଡ଼ିତ ହେଲା; ମାତ୍ର ମୁଁ ତୁମ୍ଭର ବ୍ୟବସ୍ଥା ପାସୋରି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟମାନଙ୍କର ରଜ୍ଜୁ ମୋ’ ଚାରିଆଡ଼େ ଜଡ଼ିତ ହେଲା; ମାତ୍ର ମୁଁ ତୁମ୍ଭର ବ୍ୟବସ୍ଥା ପାସୋରି ନାହିଁ।