Psalms 119:62 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭର ଧର୍ମମଯ ନିଷ୍ପତ୍ତିକୁ ଧନ୍ଯବାଦ ଦବୋ ପାଇଁ ମଧ୍ଯରାତ୍ରୀରେ ଉଠିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଧର୍ମମୟ ଶାସନ ସକାଶୁ ତୁମ୍ଭଙ୍କୁ ଧନ୍ୟବାଦ ଦେବା ପାଇଁ ମୁଁ ଅର୍ଦ୍ଧରାତ୍ରରେ ଉଠିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭର ଧର୍ମମୟ ନିଷ୍ପତ୍ତିକୁ ଧନ୍ୟବାଦ ଦେବା ପାଇଁ ମଧ୍ୟରାତ୍ରିରେ ଉଠିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଧର୍ମମୟ ଶାସନ ସକାଶୁ ତୁମ୍ଭଙ୍କୁ ଧନ୍ୟବାଦ ଦେବା ପାଇଁ ମୁଁ ଅର୍ଦ୍ଧରାତ୍ରରେ ଉଠିବି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଧର୍ମମୟ ଶାସନ ସକାଶୁ ତୁମ୍ଭଙ୍କୁ ଧନ୍ୟବାଦ ଦେବା ପାଇଁ ମୁଁ ଅର୍ଦ୍ଧରାତ୍ରରେ ଉଠିବି।