Psalms 119:63 — Compare Translations

5 translations compared side by side

Odia - 1840
"ଯେଉଁମାନେ ତୁମ୍ଭଙ୍କୁ ଉପାସନା କରନ୍ତି ଓ ଯେଉଁମାନେ ତୁମ୍ଭର ନିର୍ଦ୍ଦେଶ ମାନନ୍ତି, ମୁଁ ସମାନଙ୍କେର ବନ୍ଧୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ ପାଳନ୍ତି, ମୁଁ ସେସମସ୍ତଙ୍କର ସଙ୍ଗୀ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ତୁମ୍ଭଙ୍କୁ ଉପାସନା କରନ୍ତି ଓ ଯେଉଁମାନେ ତୁମ୍ଭର ନିର୍ଦ୍ଦେଶ ମାନନ୍ତି, ମୁଁ ସେମାନଙ୍କର ବନ୍ଧୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ ପାଳନ୍ତି, ମୁଁ ସେହି ସମସ୍ତଙ୍କର ସଙ୍ଗୀ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ ପାଳନ୍ତି, ମୁଁ ସେହି ସମସ୍ତଙ୍କର ସଙ୍ଗୀ।