Psalms 119:64 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ପୃଥିବୀ ତୁମ୍ଭର ଦୟାରେ ପୂର୍ଣ୍ଣ। ତୁମ୍ଭର ବ୍ଯବସ୍ଥାସବୁ ମାେତେ ଶିଖାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ପୃଥିବୀ ତୁମ୍ଭ ଦୟାରେ ପରିପୂର୍ଣ୍ଣ; ତୁମ୍ଭ ବିଧିସବୁ ମୋତେ ଶିଖାଅ । ଟେଟ୍ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ପୃଥିବୀ ତୁମ୍ଭର ଦୟାରେ ପୂର୍ଣ୍ଣ। ତୁମ୍ଭର ବ୍ୟବସ୍ଥାସବୁ ମୋତେ ଶିଖାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ପୃଥିବୀ ତୁମ୍ଭ ଦୟାରେ ପରିପୂର୍ଣ୍ଣ; ତୁମ୍ଭ ବିଧିସବୁ ମୋତେ ଶିଖାଅ। ଟେଟ୍‍।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ପୃଥିବୀ ତୁମ୍ଭ ଦୟାରେ ପରିପୂର୍ଣ୍ଣ; ତୁମ୍ଭ ବିଧିସବୁ ମୋତେ ଶିଖାଅ। ଟେଟ୍‍।