Psalms 119:65 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ନିଜ ଦାସ ପ୍ରତି ଉତ୍ତମ ବ୍ଯବହାର କରିଛ। ତୁମ୍ଭେ ୟାହା କରିବାକୁ ପ୍ରତିଜ୍ଞା କରିଥିଲ ଠିକ୍ ତାହା କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭେ ଆପଣା ବାକ୍ୟାନୁସାରେ ନିଜ ଦାସ ପ୍ରତି ମଙ୍ଗଳ ବ୍ୟବହାର କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଟେଟ୍ ହେ ସଦାପ୍ରଭୁ, ତୁମ୍ଭେ ନିଜ ଦାସ ପ୍ରତି ଉତ୍ତମ ବ୍ୟବହାର କରିଛ। ତୁମ୍ଭେ ଯାହା କରିବାକୁ ପ୍ରତିଜ୍ଞା କରିଥିଲ ଠିକ୍ ତାହା କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭେ ଆପଣା ବାକ୍ୟାନୁସାରେ ନିଜ ଦାସ ପ୍ରତି ମଙ୍ଗଳ ବ୍ୟବହାର କରିଅଛ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ ଆପଣା ବାକ୍ୟାନୁସାରେ ନିଜ ଦାସ ପ୍ରତି ମଙ୍ଗଳ ବ୍ୟବହାର କରିଅଛ।