Psalms 119:66 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମାେତେ ବିଜ୍ଞ ନିଷ୍ପତ୍ତି କରିବା ପାଇଁ ଜ୍ଞାନ ପ୍ରଦାନ କର। ମୁଁ ତୁମ୍ଭର ଆଜ୍ଞା ସମୂହରେ ବିଶ୍ବାସ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋତେ ଉତ୍ତମ ବିଚାର ଓ ଜ୍ଞାନ ଶିଖାଅ । କାରଣ ମୁଁ ତୁମ୍ଭ ଆଜ୍ଞାସମୂହରେ ବିଶ୍ଵାସ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋତେ ବିଜ୍ଞ ନିଷ୍ପତ୍ତି କରିବା ପାଇଁ ଜ୍ଞାନ ପ୍ରଦାନ କର। ମୁଁ ତୁମ୍ଭର ଆଜ୍ଞା ସମୂହରେ ବିଶ୍ୱାସ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋତେ ଉତ୍ତମ ବିଚାର ଓ ଜ୍ଞାନ ଶିଖାଅ। କାରଣ ମୁଁ ତୁମ୍ଭ ଆଜ୍ଞାସମୂହରେ ବିଶ୍ୱାସ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ମୋତେ ଉତ୍ତମ ବିଚାର ଓ ଜ୍ଞାନ ଶିଖାଅ। କାରଣ ମୁଁ ତୁମ୍ଭ ଆଜ୍ଞାସମୂହରେ ବିଶ୍ୱାସ କରିଅଛି।