Psalms 119:67 — Compare Translations

5 translations compared side by side

Odia - 1840
"ମୁଁ ଦୁଃଖ ଭୋଗିବା ପୂର୍ବରୁ ବହୁତ କୁକର୍ମମାନ କଲି। ମାତ୍ର ମୁଁ ବର୍ତ୍ତମାନ ତୁମ୍ଭର ନିର୍ଦ୍ଦେଶ ଯତ୍ନରେ ମାନୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି; ମାତ୍ର ଏବେ ମୁଁ ତୁମ୍ଭ ବାକ୍ୟ ପାଳନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଦୁଃଖ ଭୋଗିବା ପୂର୍ବରୁ ବହୁତ କୁକର୍ମମାନ କଲି। ମାତ୍ର ମୁଁ ବର୍ତ୍ତମାନ ତୁମ୍ଭର ନିର୍ଦ୍ଦେଶ ଯତ୍ନରେ ମାନୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି; ମାତ୍ର ଏବେ ମୁଁ ତୁମ୍ଭ ବାକ୍ୟ ପାଳନ କରେ।
Odia IRV 2017 (ଓଡିଆ ବାଇବେଲ)
ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି; ମାତ୍ର ଏବେ ମୁଁ ତୁମ୍ଭ ବାକ୍ୟ ପାଳନ କରେ।