Psalms 119:69 — Compare Translations

5 translations compared side by side

Odia - 1840
"ଯେଉଁ ଲୋକମାନେ ଭାବନ୍ତି ସମାନେେ ମାଠାରୁେ ଉତ୍ତମ, ସମାନେେ ମାେ ବିଷଯରେ ମିଥ୍ଯା କହିଛନ୍ତି। କିନ୍ତୁ ହେ ସଦାପ୍ରଭୁ, ମୁଁ ହୃଦଯ ଅନ୍ତକରଣ ସହକାରେ ତୁମ୍ଭର ନିର୍ଦ୍ଦେଶ ଅନୁସରଣ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ମିଥ୍ୟାକଥା କଳ୍ପନା କରିଅଛନ୍ତି; ମୁଁ ସର୍ବାନ୍ତଃକରଣରେ ତୁମ୍ଭର ବିଧାନସବୁ ପାଳନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ଭାବନ୍ତି ସେମାନେ ମୋ’ଠାରୁ ଉତ୍ତମ, ସେମାନେ ମୋ’ ବିଷୟରେ ମିଥ୍ୟା କହିଛନ୍ତି। କିନ୍ତୁ ହେ ସଦାପ୍ରଭୁ, ମୁଁ ହୃଦୟ ଅନ୍ତକରଣ ସହକାରେ ତୁମ୍ଭର ନିର୍ଦ୍ଦେଶ ଅନୁସରଣ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ମିଥ୍ୟା କଥା କଳ୍ପନା କରିଅଛନ୍ତି; ମୁଁ ସର୍ବାନ୍ତଃକରଣରେ ତୁମ୍ଭର ବିଧାନସବୁ ପାଳନ କରିବି।
Odia IRV 2017 (ଓଡିଆ ବାଇବେଲ)
ଅହଙ୍କାରୀମାନେ ମୋ’ ବିରୁଦ୍ଧରେ ମିଥ୍ୟାକଥା କଳ୍ପନା କରିଅଛନ୍ତି; ମୁଁ ସର୍ବାନ୍ତଃକରଣରେ ତୁମ୍ଭର ବିଧାନସବୁ ପାଳନ କରିବି।