Psalms 119:7 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭକୁ ସର୍ବାନ୍ତକରଣ ହୃଦଯ ସହିତ ପ୍ରଶଂସା କରିବି, ଯେତବେେଳେ ମୁଁ ତୁମ୍ଭର ନ୍ଯାଯପରାଯଣତା ବିଷଯରେ ଜାଣିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଧର୍ମମୟ ଶାସନସକଳ ଶିଖିବା ବେଳେ ମୁଁ ଅନ୍ତଃକରଣର ସରଳତାରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସର୍ବାନ୍ତକରଣ ହୃଦୟ ସହିତ ପ୍ରଶଂସା କରିବି, ଯେତେବେଳେ ମୁଁ ତୁମ୍ଭର ନ୍ୟାୟପରାୟଣତା ବିଷୟରେ ଜାଣିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଧର୍ମମୟ ଶାସନସକଳ ଶିଖିବା ବେଳେ ମୁଁ ଅନ୍ତଃକରଣର ସରଳତାରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଧର୍ମମୟ ଶାସନସକଳ ଶିଖିବା ବେଳେ ମୁଁ ଅନ୍ତଃକରଣର ସରଳତାରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି।