Psalms 119:70 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ବହୁତ ମୂର୍ଖ। ମାତ୍ର ମୁଁ ତୁମ୍ଭ ଶିକ୍ଷାରେ ଆନନ୍ଦିତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ଅନ୍ତଃକରଣ ମେଦ ପରି ସ୍ଥୂଳ; ମାତ୍ର ମୁଁ ତୁମ୍ଭ ବ୍ୟବସ୍ଥାରେ ଆମୋଦ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ବହୁତ ମୂର୍ଖ। ମାତ୍ର ମୁଁ ତୁମ୍ଭ ଶିକ୍ଷାରେ ଆନନ୍ଦିତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ଅନ୍ତଃକରଣ ମେଦ ପରି ସ୍ଥୂଳ ମାତ୍ର ମୁଁ ତୁମ୍ଭ ବ୍ୟବସ୍ଥାରେ ଆମୋଦ କରେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ଅନ୍ତଃକରଣ ମେଦ ପରି ସ୍ଥୂଳ ମାତ୍ର ମୁଁ ତୁମ୍ଭ ବ୍ୟବସ୍ଥାରେ ଆମୋଦ କରେ।