Psalms 119:71 — Compare Translations
5 translations compared side by side
Odia - 1840
"ଏହି ୟନ୍ତ୍ରଣା ଭୋଗ କରିବା ମାେ ପାଇଁ ଉତ୍ତମ ଥିଲା, ୟପରେିକି ମୁଁ ତୁମ୍ଭ ବ୍ଯବସ୍ଥା ଶିକ୍ଷା କରିପାରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋʼ ପକ୍ଷରେ ଭଲ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଯନ୍ତ୍ରଣା ଭୋଗ କରିବା ମୋ’ ପାଇଁ ଉତ୍ତମ ଥିଲା, ଯେପରିକି ମୁଁ ତୁମ୍ଭ ବ୍ୟବସ୍ଥା ଶିକ୍ଷା କରିପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋʼ ପକ୍ଷରେ ଭଲ ହେଲା।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋ’ ପକ୍ଷରେ ଭଲ ହେଲା।