Psalms 119:72 — Compare Translations

5 translations compared side by side

Odia - 1840
"ତୁମ୍ଭର ଶିକ୍ଷାସବୁ ମାେ ପାଇଁ ଉତ୍ତମ, ଏହା ଏକହଜାର ଖଣ୍ଡ ସୁନା ଓ ରୂପାଖଣ୍ଡଠାରୁ ଉତ୍ତମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଜାର ହଜାର ସୁନା ଓ ରୂପା ଅପେକ୍ଷା ତୁମ୍ଭ ମୁଖର ବ୍ୟବସ୍ଥା ମୋʼ ପ୍ରତି ଉତ୍ତମ । ଇୟୂଦ୍ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଶିକ୍ଷାସବୁ ମୋ’ ପାଇଁ ଉତ୍ତମ, ଏହା ଏକହଜାର ଖଣ୍ଡ ସୁନା ଓ ରୂପାଖଣ୍ଡଠାରୁ ଉତ୍ତମ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଜାର ହଜାର ସୁନା ଓ ରୂପା ଅପେକ୍ଷା ତୁମ୍ଭ ମୁଖର ବ୍ୟବସ୍ଥା ମୋʼ ପ୍ରତି ଉତ୍ତମ। ଇୟୂଦ୍‍।
Odia IRV 2017 (ଓଡିଆ ବାଇବେଲ)
ହଜାର ହଜାର ସୁନା ଓ ରୂପା ଅପେକ୍ଷା ତୁମ୍ଭ ମୁଖର ବ୍ୟବସ୍ଥା ମୋ’ ପ୍ରତି ଉତ୍ତମ। ଇୟୂଦ୍‍।