Psalms 119:73 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭର ହସ୍ତ ମାେତେ ନିର୍ମାଣ କଲା ଏବଂ ମୁଁ କ'ଣ ତିଆରି କଲି? ମାେତେ ବୁଝିବା ଶକ୍ତି ପ୍ରଦାନ କର, ୟପରେିକି ମୁଁ ତୁମ୍ଭର ନିର୍ଦ୍ଦଶସବେୁ ଶିକ୍ଷା କରିପାରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ହସ୍ତ ମୋତେ ନିର୍ମାଣ ଓ ମୂର୍ତ୍ତିମାନ କରିଅଛି; ମୁଁ ଯେପରି ତୁମ୍ଭର ଆଜ୍ଞାସବୁ ପାଳନ କରିବି, ଏଥିପାଇଁ ମୋତେ ସୁବିବେଚନା ପ୍ରଦାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ଇୟୂଦ୍ ହେ ସଦାପ୍ରଭୁ, ତୁମ୍ଭର ହସ୍ତ ମୋତେ ନିର୍ମାଣ କଲା ଏବଂ ମୁଁ କ’ଣ ତିଆରି କଲି? ମୋତେ ବୁଝିବା ଶକ୍ତି ପ୍ରଦାନ କର, ଯେପରିକି ମୁଁ ତୁମ୍ଭର ନିର୍ଦ୍ଦେଶସବୁ ଶିକ୍ଷା କରିପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ହସ୍ତ ମୋତେ ନିର୍ମାଣ ଓ ମୂର୍ତ୍ତିମାନ କରିଅଛି; ମୁଁ ଯେପରି ତୁମ୍ଭର ଆଜ୍ଞାସବୁ ପାଳନ କରିବି, ଏଥିପାଇଁ ମୋତେ ସୁବିବେଚନା ପ୍ରଦାନ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ହସ୍ତ ମୋତେ ନିର୍ମାଣ ଓ ମୂର୍ତ୍ତିମାନ କରିଅଛି; ମୁଁ ଯେପରି ତୁମ୍ଭର ଆଜ୍ଞାସବୁ ପାଳନ କରିବି, ଏଥିପାଇଁ ମୋତେ ସୁବିବେଚନା ପ୍ରଦାନ କର।