Psalms 119:74 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଯେଉଁମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି, ସମାନେେ ମାେତେ ଦେଖିବେ ଏବଂ ଖୁସି ହବେେ। କାରଣ ମୁଁ ତୁମ୍ଭଠାରେ ଭରସା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋତେ ଦେଖି ଆନନ୍ଦିତ ହେବେ; କାରଣ ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯେଉଁମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି, ସେମାନେ ମୋତେ ଦେଖିବେ ଏବଂ ଖୁସୀ ହେବେ। କାରଣ ମୁଁ ତୁମ୍ଭଠାରେ ଭରସା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋତେ ଦେଖି ଆନନ୍ଦିତ ହେବେ; କାରଣ ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଅଛି।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋତେ ଦେଖି ଆନନ୍ଦିତ ହେବେ; କାରଣ ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଅଛି।