Psalms 119:75 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମୁଁ ଜାଣେ ତୁମ୍ଭ ନିଷ୍ପତ୍ତି ସବୁ ଧର୍ମମଯ। ମାେତେ ତୁମ୍ଭେ ଦଣ୍ଡ ଦଇେ ଠିକ୍ କରିଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି ତୁମ୍ଭେ ବିଶ୍ଵସ୍ତ ଭାବରେ ମୋତେ ଦୁଃଖ ଦେଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ଜାଣେ ତୁମ୍ଭ ନିଷ୍ପତ୍ତି ସବୁ ଧର୍ମମୟ। ମୋତେ ତୁମ୍ଭେ ଦଣ୍ଡ ଦେଇ ଠିକ୍ କରିଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି, ତୁମ୍ଭେ ବିଶ୍ୱସ୍ତ ଭାବରେ ମୋତେ ଦୁଃଖ ଦେଇଅଛ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି, ତୁମ୍ଭେ ବିଶ୍ୱସ୍ତ ଭାବରେ ମୋତେ ଦୁଃଖ ଦେଇଅଛ।