Psalms 119:76 — Compare Translations
5 translations compared side by side
Odia - 1840
"ତୁମ୍ଭର ପ୍ରକୃତ ପ୍ରମରେେ ମାେତେ ସାନ୍ତ୍ବନା ଦିଅ। ତୁମ୍ଭ ପ୍ରତିଜ୍ଞାନୁସାରେ, ତୁମ୍ଭର ଦାସକୁ ସାନ୍ତ୍ବନା ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପ୍ରାର୍ଥନା କରୁଅଛି, ତୁମ୍ଭ ଦାସ ପ୍ରତି ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ମୋହର ସାନ୍ତ୍ଵନା-ଜନକ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପ୍ରକୃତ ପ୍ରେମରେ ମୋତେ ସାନ୍ତ୍ୱନା ଦିଅ। ତୁମ୍ଭ ପ୍ରତିଜ୍ଞାନୁସାରେ, ତୁମ୍ଭର ଦାସକୁ ସାନ୍ତ୍ୱନା ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପ୍ରାର୍ଥନା କରୁଅଛି, ତୁମ୍ଭ ଦାସ ପ୍ରତି ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ମୋହର ସାନ୍ତ୍ୱନାଜନକ ହେଉ।
Odia IRV 2017 (ଓଡିଆ ବାଇବେଲ)
ମୁଁ ପ୍ରାର୍ଥନା କରୁଅଛି, ତୁମ୍ଭ ଦାସ ପ୍ରତି ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ମୋହର ସାନ୍ତ୍ୱନାଜନକ ହେଉ।